ମୋ-ସ୍ୱପ୍ନର-ଭାରତ

Pune, Maharashtra

Jan 26, 2022

ମୋ ସ୍ୱପ୍ନର ଭାରତ

ଯେଉଁ ଦେଶକୁ ଭଲ ପାଇଥିଲେ ଓ ତାହାକୁ ନିଜ ଘର ବୋଲି ଭାବି ନେଇଥିଲେ, ସେହି ଦେଶରେ ହିଂସା ଓ ଘୃଣା ଦେଖି ବିଚଳିତ ହୋଇ କବିତା ମାଧ୍ୟମରେ ଲେଖିକା ନିଜର ଭାବନା ବ୍ୟକ୍ତ କରୁଛନ୍ତି

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Namita Waikar

ନମିତା ୱାଇକର ହେଉଛନ୍ତି ଜଣେ ଲେଖିକା, ଅନୁବାଦିକା ଏବଂ ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ। ତାଙ୍କ ରଚିତ ଉପନ୍ୟାସ ‘ଦ ଲଙ୍ଗ ମାର୍ଚ୍ଚ’ ୨୦୧୮ରେ ପ୍ରକାଶ ପାଇଥିଲା।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।