ଯମୁନାର-ମଲା-ମାଛ-ତାଜା-ହେବ-କେବେ

New Delhi, Delhi

Feb 06, 2020

ଯମୁନାର ‘ମଲା ମାଛ ତାଜା ହେବ’ କେବେ!

ଆବର୍ଜନା ଏବଂ ଉଦାସୀନତା ଦିଲ୍ଲୀର ଜନଜୀବନକୁ ନାଳନର୍ଦ୍ଦମା ଭିତରେ ସୀମିତ କରିଦେଇଛି। ବର୍ଷକୁ ହଜାର ହଜାର ସଂଖ୍ୟାରେ ମାଛ ମରୁଛନ୍ତି ଯେତେବେଳେ କି ଯମୁନାର ମୂଳରକ୍ଷକମାନଙ୍କ ପାଇଁ କୁଆଡ଼େ ଯିବାର ଉପାୟ ନାହିଁ। ଏସବୁ ଜଳବାୟୁ ସଂକଟକୁ ଆମନ୍ତ୍ରଣ କରୁଛି

Want to republish this article? Please write to [email protected] with a cc to [email protected]

Reporter

Shalini Singh

ଶାଳିନୀ ସିଂହ ‘ପରୀ’ର ପ୍ରକାଶନୀ ସଂସ୍ଥା କାଉଣ୍ଟରମିଡିଆ ଟ୍ରଷ୍ଟର ଜଣେ ପ୍ରତିଷ୍ଠାତା ଟ୍ରଷ୍ଟି । ସେ ଦିଲ୍ଲୀର ଜଣେ ସାମ୍ବାଦିକା ଏବଂ ପରିବେଶ, ଲିଙ୍ଗଗତ ପ୍ରସଙ୍ଗ ଏବଂ ସଂସ୍କୃତି ସଂପର୍କରେ ଲେଖା ଲେଖନ୍ତି ଏବଂ ସେ ହାଭାର୍ଡ ବିଶ୍ୱବିଦ୍ୟାଳୟରେ ୨୦୧୭- ୧୮ର ନୀମାନ୍‌ ଫେଲୋ ଫର୍‌ ଜର୍ଣ୍ଣାଲିଜ୍‌ମ ଥିଲେ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ