ଯାଜପୁରରେ-ସ୍କୁଲ-ବନ୍ଦ-ହେବା-ଯୋଗୁଁ-ଛାତ୍ରଛାତ୍ରୀ-ଶିକ୍ଷାରୁ-ବଞ୍ଚିତ

Jajpur, Odisha

Jan 26, 2023

ଯାଜପୁରରେ ସ୍କୁଲ ଯିବା ଲାଗି ଲମ୍ବା ରାସ୍ତା

ଓଡ଼ିଶାରେ ହଜାର ହଜାର ସ୍କୁଲ ବନ୍ଦ ହୋଇଯାଇଛି କିମ୍ବା ଅନ୍ୟ କୌଣସି ବିଦ୍ୟାଳୟରେ ‘ମିଶ୍ରଣ’ ହୋଇଛି । ଅଧିକାଂଶ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ପାଠ ପଢ଼ିବା ଲାଗି ବାଧ୍ୟ ହୋଇ ଦୀର୍ଘ ବାଟ ଚାଲି ଚାଲି ଯାଉଛନ୍ତି, ବ୍ୟସ୍ତବହୁଳ ରେଳ ଧାରଣା ପାର ହେଉଛନ୍ତି ଏବଂ ଭୋକିଲା ବୁଲା କୁକୁରଙ୍କ ହାବୁଡ଼ରେ ପଡ଼ୁଛନ୍ତି। ଜାନୁଆରୀ ୨୪, ବିଶ୍ୱ ଶିକ୍ଷା ଦିବସ ଉପଲକ୍ଷେ, ଶିକ୍ଷାରେ ‘ସଂସ୍କାର’ ଆଣିବା ଲାଗି ପ୍ରସ୍ତୁତ ହୋଇଥିବା ରାଜ୍ୟ ନୀତିର ନକାରାତ୍ମକ ପ୍ରଭାବ ଉପରେ ଆଧାରିତ ଏକ ରିପୋର୍ଟ

Photographer

M. Palani Kumar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Photographer

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।