ଯାତ୍ରାପଥରେ-କୁମାରତୁଲି

Kolkata, West Bengal

Nov 27, 2019

ଯାତ୍ରାପଥରେ କୁମାରତୁଲି

କୋଲକାତାର ଶହ ଶହ ବର୍ଷ ପୁରୁଣା କୁମ୍ଭାର କଲୋନିରେ, ସାରା ରାତି ଧରି କାରିଗରମାନେ ମାଟି ପ୍ରତିମା ଗଢ଼ନ୍ତି, ଯେଉଁଗୁଡ଼ିକୁ କି ସେମାନେ ଦୁର୍ଗାପୂଜା ଉପଲକ୍ଷେ ଖୁବ୍‌ ଶୀଘ୍ର ସହରକୁ ପଠାଇବେ

Translator

OdishaLIVE

Text Editor

Sharmila Joshi

Want to republish this article? Please write to [email protected] with a cc to [email protected]

Author

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Text Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ