ରାମଙ୍କ-ନାମରେ

Raigarh, Chhattisgarh

Aug 23, 2019

ରାମଙ୍କ ନାମରେ

ଛତିଶଗଡର ରାମନାମୀମାନେ ପ୍ରକୃତରେ ଦଳିତ ଅଟନ୍ତି ଯେଉଁମାନେ ସେମାନଙ୍କ ଜାତି ବର୍ଜନ କରି ଭକ୍ତିର ଏକ ମାର୍ଗ ଆପଣାଇଛନ୍ତି । ସେମାନେ ସ୍ୱତନ୍ତ୍ର ଭାବେ ଚିତା କୁଟେଇଥାନ୍ତି ଓ ସେମାନଙ୍କ ସାଂସ୍କୃତିକ ନିୟମ ମଧ୍ୟ ସ୍ୱତନ୍ତ୍ର କିନ୍ତୁ ଯୁବ ପିଢି ଏହି ସବୁଠାରୁ ଦୂରେଇ ଯାଉଛି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Joydip Mitra

ଜୟଦୀପ ମିତ୍ର, କୋଲକାତାର ଜଣେ ମୁକ୍ତବୃତ୍ତି ଫଟୋଗ୍ରାଫର, ଯିଏ ସମଗ୍ର ଭାରତର ଲୋକ, ମେଳା ଓ ଉତ୍ସବର ଲେଖାରୂପ ପ୍ରସ୍ତୁତ କରନ୍ତି । ତାଙ୍କ ଲେଖା, ‘ଜେଟ୍‌ୱିଙ୍ଗସ’, ‘ଆଉଟ୍‌ଲୁକ୍‌ ଟ୍ରାଭେଲରେ’ ଏବଂ ‘ଇଣ୍ଡିଆ ଟୁଡେ ଟ୍ରାଭେଲ୍‌ ପ୍ଲସ୍‌’ ସମେତ ବିଭିନ୍ନ ପତ୍ରିକାରେ ପ୍ରକାଶ ପାଇଛି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।