ରାୟଲ୍‌ସୀମାରେ-ବାଲି-ବର୍ଷୁଛି

Anantapur, Andhra Pradesh

Jul 09, 2019

ରାୟଲ୍‌ସୀମାରେ ବାଲି ବର୍ଷୁଛି

ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲ୍ଲାରେ ଫସଲ ଢାଞ୍ଚାରେ ପରିବର୍ତ୍ତନ, ବନ ଆବରଣ କମ୍‌ ହେବା, ବୋର୍‌ୱେଲ୍‌ ସଂଖ୍ୟା ବୃଦ୍ଧିପାଇବା, ଗୋଟିଏ ନଦୀର ମୃତ୍ୟୁ, ଏବଂ ଆହୁରି ଅନେକ- ମିଶି ଭୂମି, ବାୟୁ, ଜଳ, ବନ ଏବଂ ଜଳବାୟୁ ଉପରେ ନାଟକୀୟ ପ୍ରଭାବ ସୃଷ୍ଟି କରୁଛି

Want to republish this article? Please write to [email protected] with a cc to [email protected]

Reporter

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Series Editors