ଲଦାଖରେ-ସାଗା-ଦାୱା-ମହୋତ୍ସବ-ପାଳନ

Leh, Jammu and Kashmir

Jan 16, 2023

ଲଦାଖରେ ସାଗା ଦାୱା ମହୋତ୍ସବ ପାଳନ

ହାନଲେ ନଦୀ ଉପତ୍ୟକାରେ ଥିବା ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀମାନଙ୍କ ପାଇଁ ଏହା ହେଉଛି ଏକ ବଡ଼ ଉତ୍ସବ। ମହାମାରୀ ପରେ ପ୍ରଥମ ଥର ପାଇଁ ପାଳିତ ହେଉଛି, ଡ୍ରମ୍ ବଜାଇବା ସହ ତୁରୀ ବଜାଇ ଏହି ଉତ୍ସବ ପାଳୁଛନ୍ତି ଛଅଟି ଜନବସତିର ବାସିନ୍ଦା

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Editor

Urvashi Sarkar

ଉର୍ବଶୀ ସରକାର ହେଉଛନ୍ତି ଜଣେ ସ୍ୱାଧୀନ ସମ୍ବାଦିକା ଓ ୨୦୧୬ ପରୀ ଫେଲୋ

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।