ଶେରିଂ-ପାକ୍ୟୋଙ୍ଗର-ସିଧା-ତୀର-ଧନୁ-ନିର୍ମାତା

Pakyong, Sikkim

Feb 18, 2022

ଶେରିଂ: ପାକ୍ୟୋଙ୍ଗର ସିଧା-ତୀର ଧନୁ ନିର୍ମାତା

ସିକ୍କିମର ତୀରନ୍ଦାଜମାନେ ତିନୋଟି ଅଲିମ୍ପିକ୍ସରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ରାଜ୍ୟର ଧନୁତୀର ବଜାରରେ ଏବେ ଆଧୁନିକ ଉପକରଣର ପ୍ରଭାବ ଅଧିକ ମାତ୍ରାରେ ଦେଖିବାକୁ ମିଳୁଛି । ହେଲେ ୮୩ ବର୍ଷ ବୟସ୍କ ଶେରିଂ ଦୋର୍ଜି ଭୂତିଆ ଏବେ ବି ପାରମ୍ପରିକ ପଦ୍ଧତିରେ ଧନୁ ଓ ତୀର ତିଆରି କରୁଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।