ଶେରିଙ୍ଗ-ଭୁତିଆ-ଏବଂ-ଧନୁ-ତିଆରି-ପାଇଁ-ତାଙ୍କର-ଶ୍ରଦ୍ଧା

East Sikkim District, Sikkim

Jan 28, 2023

ଶେରିଙ୍ଗ ଭୁତିଆ ଏବଂ ଧନୁ ତିଆରି ପାଇଁ ତାଙ୍କର ଶ୍ରଦ୍ଧା

ସିକ୍କିମର କାର୍ଥୋକ ଗ୍ରାମରେ ଜଣେ ୮୩ ବର୍ଷ ବୟସ୍କ ପୁରାତନ ପାରମ୍ପରିକ ଧନୁ ନିର୍ମାତା ଏହି ଭିଡିଓରେ ତାଙ୍କର କଳା ସମ୍ପର୍କରେ କହୁଛନ୍ତି

Video Editor

Urja

Translator

OdishaLIVE

Text Editor

Vishaka George

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Video Editor

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Text Editor

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।