ସତପତିରେ-ମାଛ-ନାହିଁ-ମୁଁ-ବିକିବି-କଣ

Palghar, Maharashtra

Nov 11, 2021

ସତପତିରେ : ମାଛ ନାହିଁ, ମୁଁ ବିକିବି କ’ଣ?

ଅନ୍ତର୍ଜାତୀୟ ଗ୍ରାମୀଣ ମହିଳା ଦିବସରେ, ମହାରାଷ୍ଟ୍ରର ସତପତି ଗ୍ରାମରୁ ଆସିଥିବା ଏହି ଖବର ଆମକୁ ସୂଚନା ଦେଇଥାଏ ଯେ, ମାଛ ଧରା ବ୍ୟବସାୟରେ ହ୍ରାସ ଏବଂ ଡଙ୍ଗା ନମିଳିବା ଯୋଗୁ କିପରି ଭାବେ ସେଠାକାର ମତ୍ସ୍ୟଜୀବୀ ମହିଳାମାନଙ୍କୁ କଠିନ ସଂଘର୍ଷ କରିବାକୁ ପଡ଼ୁଛି ଏବଂ ସେମାନେ ଅନ୍ୟ ଉଦ୍ୟୋଗରେ କାମ ସନ୍ଧାନ କରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Ishita Patil

ଇଶିତା ପାଟିଲ ବେଙ୍ଗାଲୁରୁ ସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଆଡଭାନ୍ସଡ ଷ୍ଟଡିଜ୍ ଗବେଷଣା ସହାୟକ ଅଛନ୍ତି।

Author

Nitya Rao

ନିତ୍ୟା ରାଓ ଇଂଲଣ୍ଡର ନରୱିଚ୍ ସ୍ଥିତ ୟୁନିଭର୍ସିଟି ଅଫ୍ ଇଷ୍ଟ ଆଙ୍ଗ୍ଲିଆରେ ଲିଙ୍ଗ ଓ ବିକାଶ ବିଭାଗର ପ୍ରାଧ୍ୟାପିକା ଅଛନ୍ତି। ମହିଳା ଅଧିକାର, ନିଯୁକ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଜଣେ ଗବେଷିକା, ଶିକ୍ଷୟିତ୍ରୀ ଓ କର୍ମୀ ଭାବେ ସେ ତିନି ଦଶନ୍ଧି ଧରି ବ୍ୟାପକ ଭାବେ କାମ କରିଆସିଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।