ସିଧାସଳଖ-ଟଙ୍କା-ଟ୍ରାନ୍ସଫର-ପରୋକ୍ଷ-ନିର୍ଯାତନା

Sitapur, Uttar Pradesh

May 22, 2019

ସିଧାସଳଖ ଟଙ୍କା ଟ୍ରାନ୍ସଫର, ପରୋକ୍ଷ ନିର୍ଯାତନା

ୟୁପିର ଦାଡେଓରା ଗାଁର ପ୍ରମୋଦ କୁମାର ଯେତେବେଳେ ତାଙ୍କର ଆଧାର ନମ୍ବରକୁ ସିମ୍ ସହିତ ସଂଯୋଗ କଲେ ଜଣେ ଶ୍ରମିକ ଭାବେ ତାଙ୍କର ମଜୁରୀ ଏକ ନୂଆ ଏୟାରଟେଲ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଗଲା । ସେ ତାଙ୍କର ଟଙ୍କା ପାଇବା ପାଇଁ ଘୂରି ବୁଲୁଛନ୍ତି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Puja Awasthi

ଲେଖକ ପରିଚୟ: ପୂଜା ଅୱସ୍ତି ଜଣେ ମୁକ୍ତବୃତ୍ତି ଖବରକାଗଜ ଓ ଅନ୍ଲାଇନ୍ ସାମ୍ବାଦିକ। ଲକ୍ଷ୍ନୌରେ ରହୁଥିବା ପୂଜା ଜଣେ ଉଦୀୟମାନ ଫଟୋଗ୍ରାଫର। ସେ ଯୋଗ, ଭ୍ରମଣ ଓ ସବୁ ହାତ ତିଆରି ଜିନିଷକୁ ଭଲ ପାଆନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।