ସୁନ୍ଦରବନ-କେରାଏ-ଘାସ-ମଧ୍ୟ-ଉଠୁନି

South 24 Parganas, West Bengal

Sep 16, 2019

ସୁନ୍ଦରବନ: ‘କେରାଏ ଘାସ ମଧ୍ୟ ଉଠୁନି’

ଦୀର୍ଘ ସମୟ ହେବ ଦୁଃଖ ଦୁର୍ଦ୍ଦଶା ମଧ୍ୟରେ କାଳାତିପାତ କରି ଆସୁଥିବା ପଶ୍ଚିମବଙ୍ଗର ସୁନ୍ଦରବନର ଲୋକମାନେ ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ଜନିତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି- ପୁନଃ ପୁନଃ ସଂଗଠିତ ହେଉଥିବା ବାତ୍ୟା, ଅନିୟମିତ ବର୍ଷା, ବୃଦ୍ଧି ହେଉଥିବା ତାପମାତ୍ରା, ହ୍ରାସ ପାଉଥିବା ହିନ୍ତାଳ ବଣ ଏବଂ ବହୁତ କିଛି

Want to republish this article? Please write to [email protected] with a cc to [email protected]

Reporter

Urvashi Sarkar

ଉର୍ବଶୀ ସରକାର ହେଉଛନ୍ତି ଜଣେ ସ୍ୱାଧୀନ ସମ୍ବାଦିକା ଓ ୨୦୧୬ ପରୀ ଫେଲୋ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ