ସୂର୍ୟାପେଟ୍‌ର-ମଣିଷଙ୍କ-ଭଗବାନ

Suryapet, Telangana

Apr 14, 2020

ସୂର୍ୟାପେଟ୍‌ର ‘ମଣିଷଙ୍କ ଭଗବାନ’

ତେଲେଙ୍ଗାନା ଓ ଆନ୍ଧ୍ର ପ୍ରଦେଶର ବିଭିନ୍ନ ଗାଁରୁ ହଜାର ହଜାର ସଂଖ୍ୟାରେ ତୀର୍ଥଯାତ୍ରୀ ହଜରତ ଜନପକ୍ ସହିଦ୍‌ର ଉର୍ସକୁ ଆସିଥାନ୍ତି - ଅନେକ ଲୋକ ଦରଗାହକୁ ବିଶ୍ୱାସରେ ଆସିଥାନ୍ତି, କେତେକ ଏହି ସ୍ଥାନକୁ ବିକ୍ରିବଟା ପାଇଁ ଆସିଥାନ୍ତି

Want to republish this article? Please write to [email protected] with a cc to [email protected]

Author

Harinath Rao Nagulavancha

ହରିନାଥ ରାଓ ନାଗୁଲାବଞ୍ଚା ଜଣେ କମଳା ଚାଷୀ ଏବଂ ତେଲେଙ୍ଗାନାର ନାଲ୍‌ଗୋଣ୍ଡାରେ ରହୁଥିବା ଜଣେ ସ୍ୱାଧୀନ ସାମ୍ବାଦିକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।