ସେମାନଙ୍କୁ-କେବଳ-ଗୋଟିଏ-ବଟିକା-ଦିଆଯାଉଛି-ଓ-ପଠାଇ-ଦିଆଯାଉଛି

Narayanpur, Chhattisgarh

Mar 17, 2020

‘ସେମାନଙ୍କୁ କେବଳ ଗୋଟିଏ ବଟିକା ଦିଆଯାଉଛି ଓ ପଠାଇ ଦିଆଯାଉଛି’

ଛତିଶଗଡ ନାରାୟଣପୁର ଜିଲ୍ଲାରେ ଥିବା ଗୁଣବତ୍ତା ସମ୍ପନ୍ନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଆଦିବାସୀ ମହିଳାଙ୍କ ଅପହଞ୍ଚରେ ରହିଛି, ଯେଉଁମାନେ ସଙ୍କଟାପନ୍ନ ସ୍ଥିତିରେ ଗର୍ଭପାତ ଓ ପ୍ରସବ କରାଇବା ପାଇଁ ଯୋଗ୍ୟତା ନଥିବା ଚିକିତ୍ସକଙ୍କ ପାଖକୁ ଯାଉଛନ୍ତି

Series Editor

Sharmila Joshi

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor

Hutokshi Doctor

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ