ସେମାନେ-ଖାଦ୍ୟ-ନ-ପାଇଲେ-ଆମେ-କେମିତି-ଭଲ-ଖାଇବୁ

Sangli, Maharashtra

Jun 28, 2022

‘ସେମାନେ ଖାଦ୍ୟ ନ ପାଇଲେ, ଆମେ କେମିତି ଭଲ ଖାଇବୁ?’

ସାଙ୍ଗଲି ଜିଲ୍ଲାର ଇଟା ଭାଟିରେ କାମ କରିବାକୁ ବିସ୍ଥାପିତ ହେଉଥିବା କୈକାଡ଼ି ସମ୍ପ୍ରଦାୟର ଗଧ ପାଳକମାନେ ନିଜର ଗୃହପାଳିତ ପଶୁଙ୍କ ଯତ୍ନ ନେବାରେ ସଂଘର୍ଷ କରନ୍ତି । ମହାରାଷ୍ଟ୍ରରେ ପଶୁ ଚୋରି ଘଟଣା ବୃଦ୍ଧି ସେମାନଙ୍କ ସଂଘର୍ଷକୁ ଆହୁରି କଠିନ କରିଦେଇଛି

Want to republish this article? Please write to [email protected] with a cc to [email protected]

Photographs

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Text

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।