ସେ-ଜଣେ-ବନ୍ଧକ-ଶିଶୁ-ଭାବରେ-କାମ-କରୁଥିଲେ

Nashik, Maharashtra

Dec 23, 2022

‘ସେ ଜଣେ ବନ୍ଧକ ଶିଶୁ ଭାବରେ କାମ କରୁଥିଲେ’

ପାରୁକୁ କାମ କରିବାକୁ ପଠାଯାଇଥିଲା କାରଣ ତାଙ୍କର ବାପା ମାଆ ପରିବାରର ଗୁଜୁରାଣ ମେଣ୍ଟାଇ ପାରୁନଥିଲେ। ପାରୁର ମୃତ୍ୟୁ ପରେ ମହାରାଷ୍ଟ୍ରର କଟକରି ସମ୍ପ୍ରଦାୟର ଅନ୍ୟ ୪୨ ଜଣ ଶିଶୁଙ୍କୁ ଉଦ୍ଧାର କରିବା ପାଇଁ ତତ୍ପରତା ପ୍ରକାଶ ପାଇଥିଲା, ଯେଉଁମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ୟ କରାଯାଉଥିଲା

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Mamta Pared

ମମତା ପାରେଦ ( ୧୯୯୮-୨୦୨୨) ଜଣେ ସାମ୍ବାଦିକ ତଥା ୨୦୧୮ ପାଇଁ ପରୀର ଇଣ୍ଟର୍ନ ଥିଲେ। ସେ ଆବାସାହେବ ଗରୋବାରେ ମହାବିଦ୍ୟାଳୟ, ପୁନେରୁ ସାମ୍ବାଦିକତା ଓ ଗଣ ଯୋଗାଯୋଗରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ସେ ଆଦିବାସୀ ଜନଜୀବନ ବିଶେଷକରି ୱାର୍ଲି ସମ୍ପ୍ରଦାୟ ସେମାନଙ୍କ ଜୀବିକା ଓ ସଂଘର୍ଷ ବିଷୟରେ ରିପୋର୍ଟ ପ୍ରସ୍ତୁତ କରିଥିଲେ।

Editor

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।