ସ୍କୁଲ-ଯିବା-ବୟସରେ-ରୋଜଗାର-ଚିନ୍ତା

Tarn Taran, Punjab

Jan 18, 2023

ସ୍କୁଲ ଯିବା ବୟସରେ, ରୋଜଗାର ଚିନ୍ତା

ପଞ୍ଜାବର ତରନ ତାରନ ଜିଲ୍ଲାର ଫଳ ବଗିଚାରେ ସୁରଜ ବହରଦାରଙ୍କ ଭଳି ପ୍ରବାସୀ ଶ୍ରମିକମାନେ କାମ କରିଥାନ୍ତି । କାମ କିମ୍ବା ଏଠାକାର ପରିସ୍ଥିତି ସମ୍ପର୍କରେ ଖୁବ୍‌ କମ୍‌ ଜ୍ଞାନ ଥିବା ସତ୍ତ୍ୱେ ଏହି ୧୫ ବର୍ଷୀୟ କିଶୋର ଜଣଙ୍କ ବିହାରରୁ ଏଠାକୁ ଆସି କାମ କରୁଛନ୍ତି

Editor

Devesh

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Kamaljit Kaur

କମଲଜୀତ କୌର, ପଞ୍ଜାବରେ ରହୁଥିବା ଜଣେ ମୁକ୍ତବୃତ୍ତିର ଅନୁବାଦିକା। ସେ ପଞ୍ଜାବୀ ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷାଲାଭ କରିଛନ୍ତି। କମଲଜିତ ସମତା ଓ ସମାନତାପୂର୍ଣ୍ଣ ସମାଜରେ ବିଶ୍ୱାସ କରନ୍ତି, ଏବଂ ଏହାକୁ ସମ୍ଭବ କରିବା ଦିଗରେ ସେ ପ୍ରୟାସରତ ଅଛନ୍ତି।

Editor

Devesh

ଦେବେଶ ଜଣେ କବି, ସାମ୍ବାଦିକ, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକ। ସେ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆରେ ହିନ୍ଦୀ ଭାଷା ସମ୍ପାଦକ ଓ ହିନ୍ଦୀ ଅନୁବାଦ ସମ୍ପାଦକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।