ସ୍ଵପ୍ନଟିଏ-ଦେଶଟିଏ-ଶ୍ମଶାନଟିଏ

Mumbai, Maharashtra

Mar 21, 2023

ସ୍ଵପ୍ନଟିଏ, ଦେଶଟିଏ, ଶ୍ମଶାନଟିଏ...

ମାର୍ଚ୍ଚ ୨୧, ୨୦୨୩ରେ, ବିଶ୍ଵ କବିତା ଦିବସରେ କବିଟିଏ ତା’ର ସ୍ଵପ୍ନର ଦେଶଟି ପାଇଁ ଦେଖୁଥିବା ସ୍ଵପ୍ନର ଶୋକରେ ସନ୍ତପ୍ତ

Poem and Text

Devesh

Translator

OdishaLIVE

Painting

Labani Jangi

Want to republish this article? Please write to [email protected] with a cc to [email protected]

Poem and Text

Devesh

ଦେବେଶ ଜଣେ କବି, ସାମ୍ବାଦିକ, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକ। ସେ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆରେ ହିନ୍ଦୀ ଭାଷା ସମ୍ପାଦକ ଓ ହିନ୍ଦୀ ଅନୁବାଦ ସମ୍ପାଦକ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Painting

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।