ହାତରେ-ମଳ-କାଢ଼ିବା-ବେଆଇନ-ବୋଲି-ମୁଁ-ଜାଣିନଥିଲି

Hyderabad, Telangana

Dec 13, 2022

‘ହାତରେ ମଳ କାଢ଼ିବା ବେଆଇନ ବୋଲି ମୁଁ ଜାଣିନଥିଲି’

୨୦୧୬ ମସିହାରେ ହାଇଦ୍ରାବାଦରେ ହାତରେ ମଳ କାଢ଼ୁଥିବା ସମୟରେ କୋଟିୟା ଓ ବୀରା ସ୍ୱାମୀ ପ୍ରାଣ ହରାଇଥିଲେ। ସେମାନେ ଆଇନ ବିଷୟରେ ଅନଭିଜ୍ଞ ଥିଲେ, ତେଣୁ ସେମାନଙ୍କ ପରିବାର କ୍ଷତିପୂରଣ ପାଇବାରୁ ବଞ୍ଚିତ ହୋଇଥିଲେ, ଏବେ ସେମାନଙ୍କ ପରିବାର ଋଣ ବୋଝ ତଳେ ସଂଘର୍ଷ କରୁଛି

Want to republish this article? Please write to [email protected] with a cc to [email protected]

Author

Amrutha Kosuru

ଅମୃତା କୋସୁରୁ ବିଶାଖାପାଟଣାରେ ଅବସ୍ଥିତ ଜଣେ ସ୍ଵତନ୍ତ୍ର ସାମ୍ବାଦିକ। ସେ ଏସିଆନ କଲେଜ ଅଫ ଜର୍ଣ୍ଣାଲିଜିମ୍, ଚେନ୍ନାଇରୁ ସ୍ନାତକ କରିଛନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।