ହାଭେରିରେ-ଅନେକ-ସ୍ୱପ୍ନ-ଓ-ପରାଗ-ସଂଗମରେ-ସଂଘର୍ଷରତ-ରତ୍ନବା

Haveri, Karnataka

Oct 21, 2021

ହାଭେରିରେ, ଅନେକ ସ୍ୱପ୍ନ ଓ ପରାଗ ସଂଗମରେ ସଂଘର୍ଷରତ ରତ୍ନବା

ଋଣ ଏବଂ ଦାରିଦ୍ର୍ୟର ଚକ୍ରବ୍ୟୁହରେ ପେଶି ହୋଇ କର୍ଣ୍ଣାଟକର ହାଭେରୀ ଜିଲ୍ଲାର ଜଣେ ଦକ୍ଷ ହାତ- ପରାଗରେଣୁ ବହନକାରୀ ରତ୍ନବା ହରିଜନ, ନିଜ ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ଯଥାସମ୍ଭବ ଉଦ୍ୟମ କରୁଛନ୍ତି - ଜାତି ପ୍ରଥାର ସମସ୍ତ ରୀତିନୀତି ମଧ୍ୟ ପାଳନ କରିବା ସହିତ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।