ହୁକ୍ରାପ୍ପାଙ୍କ-ଘଣ୍ଟି-ଓ-ବେଲତାଂଗଡ଼ିର-ଗାଈ

Dakshina Kannada district, Karnataka

May 27, 2022

ହୁକ୍ରାପ୍ପାଙ୍କ ଘଣ୍ଟି ଓ ବେଲତାଂଗଡ଼ିର ଗାଈ

କର୍ଣ୍ଣାଟକର ଦକ୍ଷିଣ କନ୍ନଡ଼ ଜିଲ୍ଲାରେ ଗୋରୁଙ୍କ ବେକରେ ବନ୍ଧା ହେଉଥିବା ବାଉଁଶ ଘଣ୍ଟି ତିଆରି କରୁଥିବା ଶେଷ କାରିଗରମାନଙ୍କ ମଧ୍ୟରୁ ଜଣେ ଏହି ଭିଡ଼ିଓରେ ଏ କାରିଗରୀର ସୂକ୍ଷ୍ମ ପ୍ରକୃତି ବିଷୟରେ ବ୍ୟାଖ୍ୟା କରିଛନ୍ତି

Want to republish this article? Please write to [email protected] with a cc to [email protected]

Reporter

Vittala Malekudiya

ଭିଟ୍ଟଲ ମାଲେକୁଡ଼ିୟା ଜଣେ ସାମ୍ବାଦିକ ଏବଂ ୨୦୧୭ର ପରୀ ସଦସ୍ୟ । ସେ ଦକ୍ଷିଣ କନ୍ନଡ଼ ଜିଲ୍ଲାର ବେଲତାଙ୍ଗଡ଼ି ତାଲୁକରେ ଥିବା କୁଦ୍ରେମୁଖ ଜାତୀୟ ଉଦ୍ୟାନ ଅନ୍ତର୍ଗତ କୁତଲୁରୁ ଗ୍ରାମର ବାସିନ୍ଦା ଏବଂ ବନବାସୀ ଜନଜାତି ମାଲେକୁଡ଼ିୟା ସମ୍ପ୍ରଦାୟର ପ୍ରତିନିଧିତ୍ୱ କରିଥାନ୍ତି । ମାଙ୍ଗାଲୋର ବିଶ୍ୱବିଦ୍ୟାଳୟରୁ ସେ ସାମ୍ବାଦିକତା ଓ ଗଣଯୋଗାଯୋଗରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଛନ୍ତି ଏବଂ ଏବେ କନ୍ନଡ଼ ଦୈନିକ, ‘ପ୍ରଜାବାଣୀ’ର ବେଙ୍ଗାଲୁରୁ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି ।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।