ୟୁପି-ପଞ୍ଚାୟତ-ଭୋଟ୍-ରଚିଲା-ମୃତ୍ୟୁର-ତାଣ୍ଡବ

Lucknow, Uttar Pradesh

May 11, 2021

ୟୁପି ପଞ୍ଚାୟତ: ଭୋଟ୍ ରଚିଲା ମୃତ୍ୟୁର ତାଣ୍ଡବ

ଉତ୍ତର ପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିର୍ବାଚନ ଅଧିକାରୀ ଭାବେ କାମ କରୁଥିବା ୭୦୦ ସ୍କୁଲ ଶିକ୍ଷକ କୋଭିଡ-19ରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ଏବଂ ଆହୁରି ଅନେକ ଏବେ ବିପଦରେ ପଡ଼ିଛନ୍ତି, ନିର୍ବାଚନର ମାତ୍ର ୩୦ ଦିନ ମଧ୍ୟରେ ୮ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Translator

OdishaLIVE

Lead Illustration

Antara Raman

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Lead Illustration

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।