୧୧୦୦-ଶବ-ସତ୍କାର-ଏବଂ-ଘୃଣାର-ବୋଝ

Chennai, Tamil Nadu

Oct 23, 2020

୧୧୦୦ ଶବ ସତ୍କାର ଏବଂ ଘୃଣାର ବୋଝ

ବ୍ୟାପକ ମାତ୍ରାରେ ଘୃଣା ଏବଂ ଦ୍ୱେଷ ଭାବନା ଯୋଗୁଁ କୋଭିଡ-19 ଶବ ସତ୍କାର କ୍ଷେତ୍ରରେ ବାଧା ଉତ୍ପନ୍ନ ହୋଇଥିବା ସମୟରେ ତାମିଲନାଡ଼ୁର ଏକ ସ୍ୱେଚ୍ଛାସେବୀ ଦଳ ଜାତି ଓ ଧର୍ମ ନିର୍ବିଶେଷରେ ଶତାଧିକ ପରିବାରକୁ ଅନ୍ତିମ ସଂସ୍କାର କରିବା କ୍ଷେତ୍ରରେ ସହାୟତା କରିବା ଲାଗି ଆଗେଇ ଆସିଛି

Want to republish this article? Please write to [email protected] with a cc to [email protected]

Author

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।