୪୩°-ସେଣ୍ଟିଗ୍ରେଡ୍‌-ତାତିରେ-କୁଆପଥର-ଲାଟୁର୍‌ର-କୃଷି-ଉଜାଡ଼ିଛି

Latur, Maharashtra

Aug 30, 2019

୪୩° ସେଣ୍ଟିଗ୍ରେଡ୍‌ ତାତିରେ କୁଆପଥର ଲାଟୁର୍‌ର କୃଷି ଉଜାଡ଼ିଛି

ମହାରାଷ୍ଟ୍ରର ଲାଟୁର୍‌ ଜିଲ୍ଲାର କୃଷକମାନେ ଖରାଦିନେ ଭୀଷଣ ଏବଂ ତୀବ୍ର କୁଆପଥର ବୃଷ୍ଟି ଦ୍ୱାରା ହତଚକିତ ହୋଇଯାଇଛନ୍ତି । ଏହା ସେମାନଙ୍କୁ ଏହି ଗତ ଦଶନ୍ଧିଠାରୁ ଆଘାତ ଦେଉଛି । କେତେକ କୃଷକ ବଗିଚାଗୁଡ଼ିକୁ ଏକାବେଳକେ ଛାଡ଼ିଦେଉଛନ୍ତି

Want to republish this article? Please write to [email protected] with a cc to [email protected]

Reporter

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।