ୱନାବିଲ-ଲକଡାଉନ-ଜୀବନର-ଝଡ଼ରେ-ଇନ୍ଦ୍ରଧନୁ

Nagapattinam, Tamil Nadu

Jun 02, 2020

ୱନାବିଲ : ଲକଡାଉନ ଜୀବନର ଝଡ଼ରେ ଇନ୍ଦ୍ରଧନୁ

ନାଗାପଟ୍ଟିନମର ଏକ ଛୋଟ ସ୍କୁଲ ତାମିଲନାଡ଼ୁର ଏହି ଆଦିବାସୀ ବହୁଳ ପଡ଼ାର ୧୦୦୦ ଗରିବ ପରିବାରଙ୍କ ପାଇଁ ପୁଷ୍ଟିସାଧନ କେନ୍ଦ୍ର ପାଲଟିଛି । ଏହାର ପ୍ରଭାବ କେବଳ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୀମିତ ନାହିଁ

Want to republish this article? Please write to [email protected] with a cc to [email protected]

Author

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।