ୱାର୍ଲିପଡ଼ାରେ-ଦୀପାବଳିର-ସ୍ମୃତି

Palghar, Maharashtra

Feb 11, 2019

ୱାର୍ଲିପଡ଼ାରେ ଦୀପାବଳିର ସ୍ମୃତି

ମୁମ୍ବାଇ ବାହାରେ ଏକ ଆଦିବାସୀ ପଡ଼ାରେ ଆତସବାଜି ଏବଂ ସହରର ଆଲୋକଠାରୁ ଦୂରରେ ମୋ ପରିବାର ଚଳିତବର୍ଷ ଦୀପାବଳି ପାଳନ କରିଛନ୍ତି ଯେମିତି ସେମାନେ ପ୍ରତିବର୍ଷ କରନ୍ତି। ପାରମ୍ପରିକ ସ୍ୱାଦିଷ୍ଟ ଭୋଜନ, ଗୋଷ୍ଠୀଗତ ରୀତିନୀତି, ପ୍ରକୃତି ପ୍ରତି ସମ୍ମାନ ଏବଂ ଆନନ୍ଦ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Mamta Pared

ମମତା ପାରେଦ ( ୧୯୯୮-୨୦୨୨) ଜଣେ ସାମ୍ବାଦିକ ତଥା ୨୦୧୮ ପାଇଁ ପରୀର ଇଣ୍ଟର୍ନ ଥିଲେ। ସେ ଆବାସାହେବ ଗରୋବାରେ ମହାବିଦ୍ୟାଳୟ, ପୁନେରୁ ସାମ୍ବାଦିକତା ଓ ଗଣ ଯୋଗାଯୋଗରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ସେ ଆଦିବାସୀ ଜନଜୀବନ ବିଶେଷକରି ୱାର୍ଲି ସମ୍ପ୍ରଦାୟ ସେମାନଙ୍କ ଜୀବିକା ଓ ସଂଘର୍ଷ ବିଷୟରେ ରିପୋର୍ଟ ପ୍ରସ୍ତୁତ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।