a-lifetime-of-handcrafting-morchangs-or

Jaisalmer, Rajasthan

Jul 25, 2024

ମୋର୍ଚାଙ୍ଗ ହସ୍ତଶିଳ୍ପରେ ସାରା ଜୀବନ

ଅର୍ଦ୍ଧ ଶତାବ୍ଦୀରୁ ଅଧିକ କାଳ ହେଲା ମୋର୍ଚାଙ୍ଗ ଗଢ଼ି ଆସୁଛନ୍ତି ମୋହନଲାଲ ଲୋହାର । ସମଗ୍ର ରାଜସ୍ଥାନର ବାଲୁକା ସ୍ତୁପରୁ ଶୁଣାଯାଏ ଏହି ତାଳ ବାଦ୍ୟଯନ୍ତ୍ରର ଝଙ୍କାର

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।