adivasis-in-panna-tiger-reserve-dammed-futures-or

Panna District, Madhya Pradesh

Nov 28, 2024

ପାନ୍ନା ବ୍ୟାଘ୍ର ଉଦ୍ୟାନରେ ଆଦିବାସୀ: ଅଭିଶପ୍ତ ଭବିଷ୍ୟତ

ପ୍ରଥମେ, ବାଘମାନଙ୍କ ରହିବା ପାଇଁ ସ୍ଥାନ ସୃଷ୍ଟି କରିବାକୁ ସେମାନଙ୍କୁ ହଟାଇ ଦିଆଗଲା। ଏବେ ସେହି ବନବାସୀମାନଙ୍କର ଜମି ଅକ୍ତିଆର କରୁଛି କେନ-ବେତୱା ନଦୀ ସଂଯୋଗୀକରଣ ପ୍ରକଳ୍ପ। କ୍ଷତିପୂରଣ, ଘର ଛାଡ଼ିବାର ତାରିଖ ଏବଂ ଥଇଥାନ ପାଇଁ ନିର୍ଦ୍ଧାରିତ ସ୍ଥାନ ସଂପର୍କରେ ଅନିଶ୍ଚିତତା, ଆଗ ଭଳି, ପୁଣି ଏ ସବୁ କିଛି ଘଟିବାରେ ଲାଗିଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।