all-the-way-to-the-top-of-the-toddy-tree-or

Samastipur, Bihar

Oct 05, 2023

ଜୀବନର ସବୁ ରାସ୍ତା ଲମ୍ବିଯାଏ ତାଡ଼ି ଗଛ ଉପରକୁ

ବିହାରର ସମସ୍ତିପୁର ଜିଲ୍ଲାରେ, ଏ ଅଞ୍ଚଳର ସଂଖ୍ୟାଧିକ ଲୋକ କାମଧନ୍ଦା ସନ୍ଧାନରେ ବାହାରକୁ ପଳାଇ ଯାଉଥିବା ସମୟରେ ଗାଁରେ ରହିଯିବାକୁ ପସନ୍ଦ କରନ୍ତି ଅଜୟ ମାହାତୋ। ଗୁଜରାଣ ମେଣ୍ଟାଇବା ପାଇଁ ସେ ତାଳଗଛ ଉପରକୁ ଚଢ଼ନ୍ତି – ନିହାତି ଏକ ବିପଜ୍ଜନକ ଜୀବିକା

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editor

Dipanjali Singh

ଦୀପାଞ୍ଜଳି ସିଂ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ସହାୟକ ସମ୍ପାଦିକା। ସେ ପରୀ ଲାଇବ୍ରେରୀ ପାଇଁ ଗବେଷଣା କରିବା ସହିତ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି।

Video Editor

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।