amma-gets-angry-and-goes-away-to-the-sea-or

Chengalpattu, Tamil Nadu

Mar 12, 2024

‘ଅମ୍ମା ରାଗିଯାଇ ସମୁଦ୍ରକୁ ଚାଲି ଯାଆନ୍ତି’

ତାମିଲ ମାସ ମାସୀ ରେ ଇରୁଲର ସମ୍ପ୍ରଦାୟର ଲୋକମାନେ ନିଜ ଦେବୀ କନ୍ନିଅମ୍ମାଙ୍କୁ ପ୍ରସନ୍ନ କରିବା ଏବଂ ତାଙ୍କୁ ପୂଜା କରି ଘରକୁ ଆଣିବା ନିମନ୍ତେ ଚେନ୍ନାଇ ନିକଟବର୍ତ୍ତୀ ମମଲ୍ଲପୁରମ୍‌ ସମୁଦ୍ର ତଟରେ ଏକତ୍ରିତ ହୋଇଥା’ନ୍ତି। ବେଳାଭୂମି ସାରା ପୂଜକମାନେ ବିବାହ ସମ୍ପନ୍ନ କରନ୍ତି, ପିଲାଙ୍କ ନାମକରଣ ଏବଂ ଆଶୀର୍ବାଦ ଦିଅନ୍ତି

Want to republish this article? Please write to [email protected] with a cc to [email protected]

Author

Smitha Tumuluru

ସ୍ମିତା ଟୁମୁଲୁରୁ ବେଙ୍ଗାଲୁରରେ ରହୁଥିବା ଜଣେ ପ୍ରାମାଣିକ ଫଟୋଗ୍ରାଫର। ସେ ଗ୍ରାମୀଣ ଜୀବନକୁ ନେଇ ରିପୋର୍ଟିଂ ଓ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି ଯାହା ତାମିଲନାଡ଼ୁରେ ତାଙ୍କର ବିକାଶମୂଳକ ପ୍ରକଳ୍ପ ଉପରେ କାମରୁ ସୂଚନା ମିଳିଥାଏ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।