and-then-i-begin-my-naam-[song]-or

Jorhat, Assam

Mar 14, 2024

‘ତା’ପରେ ମୁଁ ଆରମ୍ଭ କରେ ମୋ ‘ନାମ’ [ଗୀତ]’

ଆସାମର ଜୋରହାଟ ଜିଲ୍ଲାରେ ରହୁଥିବା ଚୁଟିଆ ସମ୍ପ୍ରଦାୟର ସଂଗୀତକାରମାନେ ବିହୁ ଗୀତ ଗାଆନ୍ତି ଓ ପରିବେଷଣ କରନ୍ତି – ପିଢ଼ି ପରେ ପିଢ଼ି ଏହି ପରମ୍ପରା ଜାରି ରହିଛି। ଢୋଲର ଢମ୍ ଢମ୍ ଓ ତାଳର ସଂଘାତରେ ମିଶିଯାଏ ଗୀତର ଆର୍ତ୍ତପୂର୍ଣ୍ଣ ପ୍ରେମ, ଅସୁମାରି ନୂଆ ଧାନ ଫସଲର ଖୁସି, ଲୋକକଥା ଓ ଅନ୍ୟ ବହୁତ କିଛି

Want to republish this article? Please write to [email protected] with a cc to [email protected]

Author

Himanshu Chutia Saikia

ହିମାଂଶୁ କୁଟିଆ ସାଇକିଆ ଜଣେ ସ୍ୱାଧୀନ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସଙ୍ଗୀତ ନିର୍ଦ୍ଦେଶକ, ଫଟୋଗ୍ରାଫର୍ ଏବଂ ଛାତ୍ର ନେତା। ସେ ଆସାମର ଜୋରହାଟର ବାସିନ୍ଦା। ସେ ମଧ୍ୟ ୨୦୨୧ ପରୀ ଫେଲୋ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।