as-voting-nears-its-payback-time-in-punjab-or

Faridkot, Punjab

May 26, 2024

ଭୋଟଗ୍ରହଣ ପାଖେଇ ଆସୁଥିବା ବେଳେ ପଞ୍ଜାବରେ ଏବେ ହିସାବନିକାଶର ବେଳ

ତିନିଟି ନିଦାଘ ପୂର୍ବରୁ, ଆନ୍ଦୋଳନକାରୀ କୃଷକମାନଙ୍କୁ ଦିଲ୍ଲୀରେ ପ୍ରବେଶ କରାଇ ନ ଦେବା ପାଇଁ କେମିତି ବର୍ବରତାର ସହ ବଳପ୍ରୟୋଗ କରାଯାଇଥିଲା, ତାହାକୁ ସାରା ଦେଶ ହତଚକିତ ହୋଇ ଦେଖିଥିଲା । ଏବେ ପଞ୍ଜାବରେ ନିର୍ବାଚନ ପ୍ରଚାର ସମୟରେ, କୃଷକମାନେ ସେହି ପୁରୁଣା ଋଣ ପରିଶୋଧ କରୁଛନ୍ତି – ଅହିଂସାପୂର୍ଣ୍ଣ ଭାବରେ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Vishav Bharti

ବିଶବ ଭାରତୀ ଚଣ୍ଡୀଗଡ଼ର ଜଣେ ସାମ୍ବାଦିକ ଏବଂ ସେ ଗତ ଦୁଇ ଦଶନ୍ଧି ହେଲା ପଞ୍ଜାବର କୃଷି କ୍ଷେତ୍ରରେ ସଂକଟ ଏବଂ କୃଷକମାନଙ୍କର ପ୍ରତିରୋଧମୂଳକ ଆନ୍ଦୋଳନ ସଂପର୍କରେ ରିପୋର୍ଟ କରିଆସୁଛନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।