ask-us-what-we-need-and-want-or

Gadchiroli, Maharashtra

May 08, 2024

‘ଆମର କ’ଣ ଦରକାର ଓ ଆମେ କ’ଣ ଚାହୁଁଛୁ ଆମକୁ ପଚାରନ୍ତୁ’

ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲ୍ଲାର ଜଙ୍ଗଲ ଅଞ୍ଚଳରେ ଲୁହା ପଥର ଖଣି ଆଦିବାସୀଙ୍କ ବସତି ଏବଂ ସଂସ୍କୃତିକୁ ନଷ୍ଟ କରି ଦେଇଛି। ଅନେକ ବର୍ଷ ଧରି ଏହି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ସିପିଆଇ (ମାଓବାଦୀ)ଙ୍କ ମଧ୍ୟରେ ସଶସ୍ତ୍ର ସଂଘର୍ଷ ଦେଖିବାକୁ ମିଳିଛି । ଚଳିତ ବର୍ଷ, ପ୍ରାୟ ୧୪୫୦ ଗ୍ରାମସଭା ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସ ପ୍ରାର୍ଥୀଙ୍କୁ ସର୍ତ୍ତମୂଳକ ସମର୍ଥନ ଦେଇଛନ୍ତି । ଜାଣନ୍ତୁ କାହିଁକି…

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।