attari-wagah-porters-caught-in-the-crosshairs-or

Amritsar, Punjab

Jun 07, 2024

ଅଟ୍ଟାରି-ୱାଗା କୁଲିମାନେ: ଜୀବନ ଜୀବିକା ବିପର୍ଯ୍ୟସ୍ତ

ମତଦାତାମାନେ ସମସ୍ତେ ଚାହାନ୍ତି ଜଣେ ଶକ୍ତିଶାଳୀ ସାଂସଦ ଯେ କି ସେମାନଙ୍କ ସମସ୍ୟାସବୁକୁ ଦିଲ୍ଲୀରେ ଶୁଣାଇବ। ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ସର୍ବାଧିକ ସମ୍ବେଦନଶୀଳ ସୀମାଠାରେ କାମ ହରାଇଥିବା କୁଲିମାନେ ୨୦୨୪ ସାଧାରଣ ନିର୍ବାଚନ କାଳରେ ମଧ୍ୟ ଠିକ୍ ସେଇଆ ଚାହୁଁଛନ୍ତି

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।