bakarwals-caught-between-summer-and-snow-or

Rajouri, Jammu and Kashmir

Sep 16, 2023

ଗ୍ରୀଷ୍ମ ଓ ବରଫର ଦୋଛକିରେ ବକରୱାଲ

୨୦୨୩ର ଗ୍ରୀଷ୍ମ ଋତୁରେ ଜମ୍ମୁର ତାପମାନ ବଢ଼ିବା ସହିତ ପଶୁପାଳକମାନେ ହିମାଳୟ ପାର୍ବତ୍ୟାଞ୍ଚଳର ଉଚ୍ଚତର ସ୍ଥାନକୁ ଚାଲି ଯିବା ପାଇଁ ପ୍ରସ୍ତୁତ ହେଲେ। କିନ୍ତୁ ବିଭିନ୍ନ ଚାରଣ ଭୂମିରେ ଅସାମାନ୍ୟ ଥଣ୍ଡା ପଡୁଥିବା ଯୋଗୁଁ ସେମାନେ ନିଷ୍ପତ୍ତି ବଦଳାଇ ବାଟରେ ଆଉ କିଛି ଦିନ ଅପେକ୍ଷା କରିବାକୁ ବାଧ୍ୟ ହେଲେ। ରାସ୍ତାରେ ଅଟକି ପାଗଯୋଗର ଅପେକ୍ଷା କରୁଥିବା ବେଳେ ପ୍ରବଳ ଅଦିନିଆ ବର୍ଷା ଯୋଗୁଁ ସେମାନଙ୍କର ଅନେକ ଗୃହପାଳିତ ପ୍ରାଣୀ ମୃତ୍ୟୁମୁଖରେ ପଡ଼ିଲେ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Muzamil Bhat

ମୁଜାମିଲ୍ ଭଟ ହେଉଛନ୍ତି ଶ୍ରୀନଗରରେ ବାସ କରୁଥିବା ଜଣେ ମୁକ୍ତବୃତ୍ତ ଫଟୋ ସାମ୍ବାଦିକ ଓ ଚଳଚ୍ଚିତ୍ର ନିର୍ମାତା ଏବଂ ସେ 2022 ର ପରୀ ଫେଲୋ ଥିଲେ।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।