banking-on-mahua-in-chhattisgarh-or

Raipur, Chhattisgarh

Aug 28, 2023

ଛତିଶଗଡ଼ରେ ମହୁଲ ଉପରେ ନିର୍ଭରଶୀଳତା

ପ୍ରତିବର୍ଷ ଗୋଟିଏ ସମୟରେ ସାରା ପରିବାର ମହୁଲ ଗଛ ତଳେ ଏକତ୍ରିତ ହୋଇ ହଳଦିଆ ମହୁଆ ଫୁଲ ତୋଳିଥାନ୍ତି ଓ ସଂଗ୍ରହ କରିଥାନ୍ତି । ଫୁଲ ସଂଗ୍ରହ କରିବା ସେମାନଙ୍କ ପାଇଁ ଏକ ପାର୍ବଣ ଭଳି ଯାହା ସେମାନଙ୍କୁ ନିରାପଦ ଭବିଷ୍ୟତର ପ୍ରତିଶ୍ରୁତି ଦେଇଥାଏ

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Video Editor

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।