bhandaras-youth-jobs-not-ballot-is-top-of-mind-or

Bhandara, Maharashtra

Apr 12, 2024

ଭଣ୍ଡାରାଙ୍କ ଯୁବବର୍ଗଙ୍କ ମୁଣ୍ଡରେ ଭୋଟ୍‌ ନୁହେଁ ଚାକିରି ଚିନ୍ତା

ଭାରତର ସାଧାରଣ ନିର୍ବାଚନ ୨୦୨୪ର ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଏପ୍ରିଲ ୧୯ ତାରିଖରେ ଭଣ୍ଡାରା ଗୋନ୍ଦିଆ ସଂସଦୀୟ ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଏଠାକାର ଶିବାଜୀ ଷ୍ଟାଡିୟମରେ ଗ୍ରାମାଞ୍ଚଳର ଯୁବକମାନେ ସରକାରୀ ଚାକିରି ପାଇଁ ତାଲିମ ନେବାରେ ବ୍ୟସ୍ତ ଅଛନ୍ତି। ବେକାରୀ ଏବଂ ଆଶଙ୍କା ଭିତରେ ଥିବା ଯୁବକଙ୍କ ପାଇଁ ଚାକିରି ଆଗ, ନିର୍ବାଚନୀ ପ୍ରତିଶ୍ରୁତି ସେମାନଙ୍କ ବହୁ ପଛରେ ରହିଛି। ଆଜିର ଏହି ସ୍ତମ୍ଭ ଠାରୁ ଆମର ଏହି ସ୍ତମ୍ଭ - ରୁରାଲ୍‌ ବାଲଟ୍‌ ୨୦୨୪ ଅଧ୍ୟାୟ ଆରମ୍ଭ ହୋଇଛି

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।