big-decisions-are-made-over-hookah-or

Sonipat, Haryana

Jun 24, 2025

ହୁକ୍କା ଧରି ନିଆଯାଉଛି ବଡ଼ ବଡ଼ ନିଷ୍ପତ୍ତି

ହରିଆଣାର ସୋନିପତ ଜିଲ୍ଲାରେ କାରିଗରମାନେ ପୋରିଠାରୁ ଆରମ୍ଭ କରି କୁଲ୍‌ଫି ପର୍ଯ୍ୟନ୍ତ ଏବଂ ଟାଙ୍କିଠାରୁ ଆରମ୍ଭ କରି ଥୁଟି ପର୍ଯ୍ୟନ୍ତ ଦଶନ୍ଧି ଦଶନ୍ଧି ଧରି ହୁକ୍କା ତିଆରି କରିଆସୁଛନ୍ତି। ଅଲଗା ଅଲଗା ହୋଇ ରହିଥିବା ଏହାର ଅଂଶଗୁଡ଼ିକୁ ଯୋଡ଼ି ଏହାକୁ ଆକାର ଦେଇଥାନ୍ତି। ହୁକ୍କାର ସାଂସ୍କୃତିକ ସ୍ଥାନ ଏବଂ ଗୁରୁତ୍ୱ ସମ୍ପର୍କରେ ଖୁବ୍ କମ୍‌ ଲୋକ ବିସ୍ତୃତ ଭାବରେ କହିପାରିବେ

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Swadesha Sharma

ସ୍ୱଦେଶା ଶର୍ମା ଜଣେ ଗବେଷିକା ଏବଂ ପିପୁଲସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର କଣ୍ଟେଣ୍ଟ ଏଡିଟର। PARIର ପାଠାଗାର ନିମନ୍ତେ ସମ୍ବଳ ନିୟୋଜନ ସକାଶେ ସେ ସ୍ୱେଚ୍ଛାସେବୀମାନଙ୍କ ସହିତ ମଧ୍ୟ କାର୍ଯ୍ୟ କରନ୍ତି

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।