bihars-chhapa-artisans-wafer-thin-margins-or

Patna, Bihar

Jan 11, 2024

ଅବହେଳିତ ଜୀବନ ବିତାଉଛନ୍ତି ବିହାରର ଛାପା କାରୀଗର

ଅତି ପତଳା ଆଲୁମିନିୟମ ଶିଟ୍‌ ବ୍ୟବହାର କରି ବିହାର ଛାପା କାରୀଗରମାନେ କପଡ଼ା ଉପରେ ଫୁଲ ଓ ଅନ୍ୟାନ୍ୟ ଡିଜାଇନ୍‌ ଛାପିଥା’ନ୍ତି। ଏହି କାରୀଗରୀ ଶହ ଶହ ବର୍ଷ ପୁରୁଣା। ଏଥିପାଇଁ ଉଚ୍ଚସ୍ତରୀୟ କୌଶଳ ଆବଶ୍ୟକ ହୋଇଥାଏ। ହେଲେ ଛାପା କାରୀଗରମାନଙ୍କୁ କେବଳ ବିବାହ ମାସରେ କାମ ମିଳିଥାଏ, ବର୍ଷର ଅନ୍ୟ ଦିନରେ ଏମାନେ ଦିନ ମଜୁରିଆ ଭାବେ କାମ କରିବା ପାଇଁ ବାଧ୍ୟ ହୋଇଥା’ନ୍ତି

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editors

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editors

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Photographs

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Photographs

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।