braille-and-the-ballot-or

Kolkata, West Bengal

May 24, 2024

ବ୍ରେଲ୍‌ ଏବଂ ବାଲଟ୍‌

ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଭୋଟଦାନ ନିମନ୍ତେ ବ୍ୟବସ୍ଥା ଗ୍ରହଣ ଲାଗି ସରକାରୀ ନୀତି ରହିଥିବା ସତ୍ତ୍ୱେ, ବାବଲୁ କୈବର୍ତ୍ତଙ୍କ ଭଳି କେତେ ଜଣ ୨୦୨୪ ସାଧାରଣ ନିର୍ବାଚନରେ ସେମାନଙ୍କ ଅଂଶଗ୍ରହଣ ସଂପର୍କରେ ଅନିଶ୍ଚିତତା ଘେରରେ ରହିଛନ୍ତି

Want to republish this article? Please write to [email protected] with a cc to [email protected]

Author

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Illustration

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Photographs

Prolay Mondal

ପ୍ରଳୟ ମଣ୍ଡଳ ଯାଦବପୁର ବିଶ୍ୱବିଦ୍ୟାଳୟର ବଙ୍ଗଳା ବିଭାଗରୁ ଏମ୍‌.ଫିଲ୍‌. ଉପାଧି ହାସଲ କରିଛନ୍ତି । ସଂପ୍ରତି ସେ ଏହି ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ କଲଚରାଲ ଟେକ୍‌ସଟସ ଆଣ୍ଡ ରେକର୍ଡସ୍‌ରେ କାର୍ଯ୍ୟରତ ଅଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।