cheetahs-and-chow-mein-or

Sheopur, Madhya Pradesh

Aug 11, 2023

ଚିତା ଓ ଚାଓମିନ୍‌

କୁନୋ ଜାତୀୟ ଉଦ୍ୟାନ ନିକଟରେ ରହୁଥିବା ସହରିୟା ଆଦିବାସୀ ପିଲାମାନେ ସପ୍ତାହକୁ ମାତ୍ର ଅଳ୍ପ କେତେ ଥର ଆସୁଥିବା ନିଜ ଭାଗର ଚାଇନିଜ୍‌ ନୁଡୁଲ୍ସକୁ ଅପେକ୍ଷା କରି ରହିଥାନ୍ତି

Want to republish this article? Please write to [email protected] with a cc to [email protected]

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editor

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।