children-of-the-mines-or

Panna District, Madhya Pradesh

Feb 08, 2024

ଖଣିର ପିଲାମାନେ

ଏ ଚଳଚ୍ଚିତ୍ରରେ ଏପରି ଅଗଣିତ ଶିଶୁଙ୍କ କାହାଣୀ ରହିଛି ଯେଉଁମାନେ ଅସଂଗଠିତ ଖଣି ଶ୍ରମିକ ଭାବେ କାମ କରନ୍ତି, ବିଦ୍ୟାଳୟଠାରୁ ଦୂରରେ ରହି ସେମାନେ ନିଜ ଶିକ୍ଷା ଅଧିକାରରୁ ବଞ୍ଚିତ ରହିଛନ୍ତି

Want to republish this article? Please write to [email protected] with a cc to [email protected]

Author

Kavita Carneiro

କବିତା କାର୍ଣ୍ଣେରିଓ ପୁଣେର ଜଣେ ନିରପେକ୍ଷ ଚଳଚ୍ଚିତ୍ର ନିର୍ମାତା ଏବଂ ସେ ଗତ ଏକ ଦଶନ୍ଧି ଧରି ସାମାଜିକ ପ୍ରଭାବ ସୃଷ୍ଟିକାରୀ ଚଳଚ୍ଚିତ୍ର ନିର୍ମାଣ କରିଆସୁଛନ୍ତି । ତାଙ୍କର ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ଜାଫର ଓ ଟୁଡୁ ଶୀର୍ଷକ ଫିଚର-ସଦୃଶ ଦୀର୍ଘ ଏକ ପ୍ରମାଣିକ ଚଳଚ୍ଚିତ୍ର ରହିଛି ଯାହା ରଗବୀ ଖେଳାଳୀଙ୍କୁ ନେଇ ପ୍ରସ୍ତୁତ । ସେ ପ୍ରସ୍ତୁତ କରିଥିବା ସଦ୍ୟତମ ଚଳଚ୍ଚିତ୍ର ହେଉଛି କାଳେଶ୍ୱରମ ଯାହାକି ବିଶ୍ୱର ସବୁଠୁ ବଡ଼ ଉଠା ଜଳସେଚନ ପ୍ରକଳ୍ପ ଉପରେ କେନ୍ଦ୍ରିତ ।

Text Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।