colouring-mysuru-with-pride-or

Mysuru, Karnataka

Jul 21, 2024

ସ୍ୱାଭିମାନ ରଙ୍ଗରେ ରଙ୍ଗୀନ ମହୀଶୂର

ମହୀଶୂର ଚତୁଃପାର୍ଶ୍ଵରେ ରହିଥିବା ଏକାଧିକ ସହର ଓ ରାଜ୍ୟଗୁଡ଼ିକରୁ ଲୈଙ୍ଗିକ ଚକ୍ର ଅନ୍ତର୍ଗତ ବିବିଧ ଶ୍ରେଣୀର ଲୋକେ ଦ୍ଵିତୀୟ ସ୍ୱାଭିମାନ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ଏକାଠି ହୋଇଥିଲେ

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।