daily-wage-workers-future-unknown-or

Palamu, Jharkhand

Jun 11, 2024

ଦିନ ମଜୁରିଆଙ୍କ ଭବିଷ୍ୟତ ଅନ୍ଧାର

୨୦୨୪ ଜୁନ୍‌ ୪ ତାରିଖରେ ସାଧାରଣ ନିର୍ବାଚନ ପରିଣାମ ଘୋଷଣା ହେବା ପରେ ଝାଡ଼ଖଣ୍ଡରେ ଦିନେ ସକାଳ ସମୟ। ହେଲେ ଏଠାକାର ଡାଲଟନ୍‌ଗଞ୍ଜ ଶ୍ରମିକ ବଜାରରେ, କାମ ଅଭାବ ଦୂର ହେଉନାହିଁ ବୋଲି ଶ୍ରମିକମାନେ କହିଛନ୍ତି

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।