damu-nagar-will-be-voting-for-democracy-or

Mumbai Suburban, Maharashtra

May 19, 2024

ଗଣତନ୍ତ୍ର ପାଇଁ ମତଦାନ କରିବ ଦାମୁ ନଗର

ମୁମ୍ବାଇ ଉତ୍ତର ସଂସଦୀୟ କ୍ଷେତ୍ରରେ ଦାମୁ ନଗର ବସ୍ତିର ବାସିନ୍ଦା ସାଧାରଣ ନିର୍ବାଚନ ୨୦୨୪ରେ ଅବହେଳିତ ଲୋକଙ୍କ ଅଧିକାର ସୁରକ୍ଷା ପାଇଁ ମତଦାନ କରିବାକୁ ଯାଉଛନ୍ତି

Author

Jyoti

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।