dancing-to-abusive-tunes-in-bihar-or

Patna, Bihar

Oct 31, 2023

ଅଶ୍ଳୀଳ ଗୀତ ତାଳରେ ନାଚିବାର ବାଧ୍ୟବାଧକତା

ବିହାରରେ ଅର୍କେଷ୍ଟ୍ରା କାର୍ଯ୍ୟକ୍ରମରେ ନାଚୁଥିବା ଯୁବତୀମାନେ ପ୍ରାୟତଃ ପୁରୁଷ ଦର୍ଶକଙ୍କ ଦୁର୍ବ୍ୟବହାରର ଶିକାର ହୋଇଥାନ୍ତି । କିନ୍ତୁ ଜୀବିକାର୍ଜ୍ଜନ ପାଇଁ ଏହି କାମ ଛଡ଼ା ସେମାନଙ୍କ ପାଖରେ ଅନ୍ୟ କୌଣସି ଚାରା ନାହିଁ

Want to republish this article? Please write to [email protected] with a cc to [email protected]

Student Reporter

Dipshikha Singh

୨୩ ବର୍ଷୀୟା ଦୀପଶିଖା ସିଂ ବିହାରର ବାସିନ୍ଦା ଏବଂ ସେ ଜଣେ ବିକାଶ କର୍ମୀ ଭାବେ କାର୍ଯ୍ୟରତ। ସେ ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟରୁ ବିକାଶ ବିଷୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି । ମହିଳା ଓ ସେମାନଙ୍କ ଜୀବନରେ ବାରମ୍ବାର ଅଣଦେଖା ହେଉଥିବା ପ୍ରସଙ୍ଗଗୁଡ଼ିକୁ ସେ ଲୋକଲୋଚନକୁ ଆଣିବାକୁ ଆଶା ରଖିଛନ୍ତି।

Editor

Dipanjali Singh

ଦୀପାଞ୍ଜଳି ସିଂ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ସହାୟକ ସମ୍ପାଦିକା। ସେ ପରୀ ଲାଇବ୍ରେରୀ ପାଇଁ ଗବେଷଣା କରିବା ସହିତ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।