dig-dig-deep-deeper-still-or

Bangalore, Karnataka

Apr 26, 2025

ଉଖାର, ଅଧିକ ଉଖାର, ଅଧିକ ଉଖାରି ଚାଲ

ଜଣେ କବି ଆମର ପୂଜନ ସ୍ଥଳଗୁଡ଼ିକର ପବିତ୍ରତା ଓ ସ୍ଥିତିକୁ ନେଇ ସୃଷ୍ଟି ହେଉଥିବା ନୂଆ ତୋଫାନ ପରିପ୍ରେକ୍ଷୀରେ ମାନବତାର ମୂଳକୁ ଉଖାରିବାକୁ ପ୍ରଶ୍ନ କରୁଛନ୍ତି

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।