drowning-in-devotion-donations-and-debt-or

Beed, Maharashtra

Oct 23, 2025

ଭକ୍ତି, ଦାନ ଏବଂ ଋଣରେ ବୁଡ଼ି ରହିଥିବା ମଣିଷମାନେ

ମହାରାଷ୍ଟ୍ରରେ କୃଷକ ଏବଂ ଶ୍ରମିକମାନେ ମନ୍ଦିର ଟ୍ରଷ୍ଟ ଏବଂ ତୀର୍ଥସ୍ଥଳୀଗୁଡ଼ିକୁ ଅର୍ଥ ଦାନ କରିଥାନ୍ତି। ଏପରିକି ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତିରେ ତଥା ଆର୍ଥିକ ଦୁଃସ୍ଥିତିରେ ମଧ୍ୟ ଆସ୍ଥା ଓ ଅନ୍ଧବିଶ୍ଵାସ ବଳବତ୍ତର ରହିଥାଏ

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।