dukkarwale-mama-is-a-man-in-a-hurry-or

Chandrapur, Maharashtra

Dec 13, 2023

ଡୁକରୱାଲେ ମାମା ଜଣେ ବ୍ୟସ୍ତ ମଣିଷ!

ଚନ୍ଦ୍ରପୁର ଜିଲ୍ଲା ଏବଂ ତାଡ଼ୋବା ଅନ୍ଧାରି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ତଥା ନିକଟବର୍ତ୍ତୀ ଅଞ୍ଚଳର ଚାଷୀମାନଙ୍କ ପାଇଁ ବିଠଲ ବଦଖଲ ଜଣେ ଦେବଦୂତ। ଏ ଅଞ୍ଚଳରେ ‘ଡୁକରୱାଲେ ମାମା’ ନାମରେ ପରିଚିତ ବିଠଲ, ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ଦିଗରେ କାର୍ଯ୍ୟରତ ଜଣେ କର୍ମୀ, ଯେ କି ବନ୍ୟପ୍ରାଣୀଙ୍କ ଦ୍ୱାରା କ୍ଷୟକ୍ଷତି ବାବଦ କ୍ଷତିଭରଣା ନିମନ୍ତେ ଦାବି ଉପସ୍ଥାପନ କରିବା ଦିଗରେ ଚାଷୀଙ୍କୁ ସଚେତନ କରାଇବା ସହିତ ସାହାଯ୍ୟ କରିଆସୁଛନ୍ତି

Want to republish this article? Please write to [email protected] with a cc to [email protected]

Photographs

Sudarshan Sakharkar

ସୁଦର୍ଶନ ସାଖାରକର ନାଗପୁରର ଜଣେ ସ୍ୱାଧୀନ ଫଟୋ ସାମ୍ବାଦିକ।

Photographs

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ