everybody-loves-a-good-pickle-or

Tirunelveli, Tamil Nadu

Nov 29, 2023

ଭଲ ଆଚାରକୁ ସଭିଏଁ ଭଲ ପାଆନ୍ତି

ପ୍ରାଚୀନ ଖାଦ୍ୟ ସଂରକ୍ଷଣ ପ୍ରକ୍ରିୟାରେ ଆଚାର କରି ରଖିବା ଏକ ଉତ୍କୃଷ୍ଟ ଉପାୟ। ତାମିଲନାଡୁର ତିରୁନେଲବେଲି ଜିଲ୍ଲାରେ ଗୋଟିଏ ଜାତି ଏବଂ ଆଚାର, ତା’ ସହିତ ସେଠାକାର ଏକ ପ୍ରକାର ଲତା, ଲଙ୍କା, ଲୁଣ ଓ ରାଶି ତେଲରୁ ପ୍ରସ୍ତୁତ ଐତିହ୍ୟସଂପନ୍ନ ଏକ ବ୍ୟଞ୍ଜନ ବିଧିର କାହାଣୀ

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।